ଯୋହନ 13:14-15

ଯୋହନ 13:14-15 IRVORY

ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।