ଲୁକ୍ 18:4-5
ଲୁକ୍ 18:4-5 NTSAA20
ଏନ୍ତି ବେସି ଦିନ୍ ସେ ବିଚାର୍କାରିଆ ନିଆଇ କର୍ବାକେ ମନ୍ ନ କଲେ ମିସା, ସେ ଦିନ୍କେ ଆସି ବେମ୍ଜା କର୍ତେରଇଲା । ମାତର୍ ସେ ବିଚାର୍କାରିଆ ଲକ୍ ମନେ ମନେ ବାବ୍ଲା, “ମୁଇ ପର୍ମେସର୍କେ ଡରି ନାଇକି ଲକ୍ମନ୍କେ ନାମି ନାଇ । ମାତର୍ ଏ ରାଣ୍ଡିମାଇଜି ସବୁ ବେଲା ଆସି ବେମ୍ଜା କଲାନି । ସେଟାର୍ପାଇ ତାକେ ନିଆଇ ମିଲ୍ଲା ପାରା ବିଚାର୍ କର୍ବି । କାଇକେ ବଇଲେ ଏନ୍ତି ବିଚାର୍ ନ କଲେ ସେ ସବୁଦିନ୍ ଆସି ମକେ ବେମ୍ଜା କର୍ତେ ରଇସି ।”