1
ଆଦି ପୁସ୍ତକ 2:24
ପବିତ୍ର ବାଇବଲ (Re-edited) - (BSI)
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
Salīdzināt
Izpēti ଆଦି ପୁସ୍ତକ 2:24
2
ଆଦି ପୁସ୍ତକ 2:18
ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।
Izpēti ଆଦି ପୁସ୍ତକ 2:18
3
ଆଦି ପୁସ୍ତକ 2:7
ଅନନ୍ତର ସଦାପ୍ରଭୁ ପରମେଶ୍ଵର ଭୂମିର ଧୂଳି ଦ୍ଵାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
Izpēti ଆଦି ପୁସ୍ତକ 2:7
4
ଆଦି ପୁସ୍ତକ 2:23
ତହୁଁ ଆଦମ କହିଲେ, ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହା ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।
Izpēti ଆଦି ପୁସ୍ତକ 2:23
5
ଆଦି ପୁସ୍ତକ 2:3
ପୁଣି ପରମେଶ୍ଵର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ଵର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
Izpēti ଆଦି ପୁସ୍ତକ 2:3
6
ଆଦି ପୁସ୍ତକ 2:25
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
Izpēti ଆଦି ପୁସ୍ତକ 2:25
Mājas
Bībele
Plāni
Video