ତୁମ୍ଭେମାନେ ଯଦି ସାଂସାରିକ ସମ୍ପତ୍ତି ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ପାରିବ ନାହିଁ, ତେବେ ତୁମ୍ଭମାନଙ୍କୁ ସତ୍ୟ ସମ୍ପତ୍ତି ପାଇଁ କିଏ ବିଶ୍ୱାସ କରିବ? ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ।