1
ଲୂକ 2:11
ପବିତ୍ର ବାଇବଲ
କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।
Salīdzināt
Izpēti ଲୂକ 2:11
2
ଲୂକ 2:10
ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ।
Izpēti ଲୂକ 2:10
3
ଲୂକ 2:14
“ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ, ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”
Izpēti ଲୂକ 2:14
4
ଲୂକ 2:52
ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।
Izpēti ଲୂକ 2:52
5
ଲୂକ 2:12
ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।”
Izpēti ଲୂକ 2:12
6
ଲୂକ 2:8-9
ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା।
Izpēti ଲୂକ 2:8-9
Mājas
Bībele
Plāni
Video