1
ମାର୍କ 10:45
ପବିତ୍ର ବାଇବଲ
ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।”
Salīdzināt
Izpēti ମାର୍କ 10:45
2
ମାର୍କ 10:27
ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ଏହା ମନୁଷ୍ୟମାନଙ୍କ ପାଇଁ ଅସମ୍ଭବ। କିନ୍ତୁ ପରମେଶ୍ୱରଙ୍କ ପାଇଁ ନୁହେଁ। ପରମେଶ୍ୱର ସବୁକିଛି କରି ପାରିବୋ”
Izpēti ମାର୍କ 10:27
3
ମାର୍କ 10:52
ଯୀଶୁ କହିଲେ, “ଯାଅ, ତୁମ୍ଭେ ଭଲ ହୋଇଗଲ, କାରଣ ତୁମ୍ଭେ ବିଶ୍ୱାସ କଲ।” ତା'ପରେ ଲୋକଟି ସବୁକିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।
Izpēti ମାର୍କ 10:52
4
ମାର୍କ 10:9
ପରମେଶ୍ୱର ଯଦି ଏହି ଦୁଇଜଣ ମନୁଷ୍ୟଙ୍କୁ ଏକାଠି କରିଛନ୍ତି, ତାହାଙ୍କୁ କୌଣସି ବ୍ୟକ୍ତି ଅଲଗା କରିଦେବା ଉଚିତ୍ ନୁହେଁ।”
Izpēti ମାର୍କ 10:9
5
ମାର୍କ 10:21
ଯୀଶୁ ତାହାଙ୍କୁ ଗ୍ଭହିଁଲେ ଓ ସ୍ନେହ କଲେ। ସେ ତାହାଙ୍କୁ କହିଲେ, “ତୁମ୍ଭର ଏବେ ବି ଗୋଟିଏ କଥାର ଅଭାବ ଅଛି। ତୁମ୍ଭେ ଯାଅ, ଯାହାକିଛି ତୁମ୍ଭ ପାଖରେ ଅଛି ସେତକ ବିକି ଦେଇ ଗରିବଙ୍କୁ ସେ ଧନ ବାଣ୍ଟି ଦିଅ। ସ୍ୱର୍ଗରେ ତୁମ୍ଭକୁ ଧନ ମିଳିବ। ତା'ପରେ ଆସ ଓ ମୋର ଅନୁସରଣ କର।”
Izpēti ମାର୍କ 10:21
6
ମାର୍କ 10:51
ଯୀଶୁ ଅନ୍ଧ ଲୋକଟିକୁ ପଗ୍ଭରିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?” ଅନ୍ଧଟି ଉତ୍ତର ଦେଲୋ, “ଗୁରୁ, ମୁଁ ଦେଖିବାକୁ ଗ୍ଭହୁଁଛି।”
Izpēti ମାର୍କ 10:51
7
ମାର୍କ 10:43
କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ।
Izpēti ମାର୍କ 10:43
8
ମାର୍କ 10:15
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଗୋଟିଏ ଛୋଟ ପିଲା ସରଳ ମନରେ ସବୁ ବିଷୟ ଗ୍ରହଣ କଲାଭଳି ତୁମ୍ଭେମାନେ ପରମେଶ୍ୱରଙ୍କ ରାଜ୍ୟ ଗ୍ରହଣ କରିବା ଉଚିତ୍, ନଚେତ୍ ତୁମ୍ଭେ ସେଠାରେ କେବେ ହେଲେ ପ୍ରବେଶ କରି ପାରିବ ନାହିଁ।”
Izpēti ମାର୍କ 10:15
9
ମାର୍କ 10:31
ବର୍ତ୍ତମାନ ଯେଉଁ ଲୋକମାନେ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନକୁ ଗ୍ଭଲିଯିବେ, ଏବଂ ବର୍ତ୍ତମାନ ଯେଉଁମାନେ ଶେଷ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ପ୍ରଥମ ସ୍ଥାନକୁ ଗ୍ଭଲିଯିବେ।”
Izpēti ମାର୍କ 10:31
10
ମାର୍କ 10:6-8
କିନ୍ତୁ ପରମେଶ୍ୱର ଯେତେବେଳେ ଜଗତ ସୃଷ୍ଟି କଲେ, ‘ସେ ଲୋକଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।’ “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ ଏବଂ ସେମାନେ ଏକ ହୋଇଯିବେ।’ ତେଣୁ ସେମାନେ ଦୁଇଜଣ ନୁହନ୍ତି ବରଂ ଏକ।
Izpēti ମାର୍କ 10:6-8
Mājas
Bībele
Plāni
Video