1
ମାର୍କ 15:34
ପବିତ୍ର ବାଇବଲ
ସେହି ସମୟରେ ଯୀଶୁ ବଡ଼ ପାଟିରେ କହି ଉଠିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ।” ଅର୍ଥାତ, “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”
Salīdzināt
Izpēti ମାର୍କ 15:34
2
ମାର୍କ 15:39
କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।”
Izpēti ମାର୍କ 15:39
3
ମାର୍କ 15:38
ଯୀଶୁ ଯେତେବେଳେ ପ୍ରାଣତ୍ୟାଗ କଲେ, ସେତେବେଳେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା।
Izpēti ମାର୍କ 15:38
4
ମାର୍କ 15:37
ତା'ପରେ ଯୀଶୁ ଉଚ୍ଚ ସ୍ୱରରେ ପାଟି କରି ପ୍ରାଣତ୍ୟାଗ କଲେ।
Izpēti ମାର୍କ 15:37
5
ମାର୍କ 15:33
ଦ୍ୱିପ୍ରହର ବେଳକୁ ସମଗ୍ରଦେଶ ଉପରେ ଅନ୍ଧକାର ମାଡ଼ି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବେଳ ପର୍ଯ୍ୟନ୍ତ ରହିଲା।
Izpēti ମାର୍କ 15:33
6
ମାର୍କ 15:15
ପୀଲାତ ଲୋକମାନଙ୍କୁ ଖୁସୀ କରିବାକୁ ଗ୍ଭହିଁଲେ, ତେଣୁ ସେ ସେମାନଙ୍କ ପାଇଁ ବାରବ୍ବାକୁ ମୁକ୍ତ କରିଦେଲେ ଏବଂ ଯୀଶୁଙ୍କୁ କୋରଡ଼ାରେ ପିଟିବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦେବା ପାଇଁ ତାହାଙ୍କୁ ସୈନ୍ୟମାନଙ୍କ ହାତରେ ଦେଇ ଦେଲେ।
Izpēti ମାର୍କ 15:15
Mājas
Bībele
Plāni
Video