YouVersion logotips
Meklēt ikonu

ଯୋହନ 17:20-21

ଯୋହନ 17:20-21 OERV

“ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହେତୁ ମୋ'ଠାରେ ବିଶ୍ୱାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି। ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ'ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ।