YouVersion logotips
Meklēt ikonu

ଲୂକ 1:31-33

ଲୂକ 1:31-33 OERV

ଶୁଣ, ତୁମ୍ଭେ ଗର୍ଭବତୀ ହେବ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେବ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। ସେ ମହାନ୍ ହେବେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ୱର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ। ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।”