YouVersion logotips
Meklēt ikonu

ଲୂକ 4:18-19

ଲୂକ 4:18-19 OERV

“ପ୍ରଭୁଙ୍କ ଆତ୍ମା ମୋ'ଠାରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ପରମେଶ୍ୱର ମୋତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହୋଇ ପାରିଛନ୍ତି, ଏହା ସେମାନଙ୍କୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖି ପାରିବେ ବୋଲି ସେମାନଙ୍କୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦେବାକୁ ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।”