YouVersion logotips
Meklēt ikonu

ମାର୍କ 13:35-37

ମାର୍କ 13:35-37 OERV

ଏଣୁ ତୁମ୍ଭେମାନେ ମଧ୍ୟ ସର୍ବଦା ପ୍ରସ୍ତୁତ ହୋଇ ରୁହ। କାରଣ ତୁମ୍ଭେ ଜାଣ ନାହିଁ, ଘରର ମାଲିକ କେତେବେଳେ ଆସି ପହଞ୍ଚି ଯିବେ। ସନ୍ଧ୍ୟାବେଳେ, ଅଧରାତିରେ, ପାହାନ୍ତିଆରେ ବା ସକାଳେ, କୌଣସି ସମୟରେ ସେ ଆସି ଯାଇ ପାରନ୍ତି। ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ। ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସେହି ଏକା କଥା କହୁଛି ଯେ, ସର୍ବଦା ପ୍ରସ୍ତୁତ ରୁହ।”