1
ମାଥିଉଲିଖିତ ସୁସମାଚାର 3:8
ପବିତ୍ର ବାଇବଲ (CL) NT (BSI)
ଯଦି ପ୍ରକୃତରେ ସବୁ ପାପ କର୍ମରୁ ନିବୃତ୍ତ ହୋଇଛ, ଏହା ତୁମର କାର୍ଯ୍ୟକଳାପରେ ଦେଖାଅ।
Mampitaha
Mikaroka ମାଥିଉଲିଖିତ ସୁସମାଚାର 3:8
2
ମାଥିଉଲିଖିତ ସୁସମାଚାର 3:17
ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।”
Mikaroka ମାଥିଉଲିଖିତ ସୁସମାଚାର 3:17
3
ମାଥିଉଲିଖିତ ସୁସମାଚାର 3:16
ଯୀଶୁ ଦୀକ୍ଷିତ ହୋଇ ଜଳରୁ ଉଠି ଆସିବାମାତ୍ରେ ସେ ଦେଖିଲେ ସ୍ୱର୍ଗ ଉନ୍ମୁକ୍ତ ହୋଇଛି ଏବଂ ପରମାତ୍ମା କପୋତରୂପେ ତାଙ୍କ ଉପରେ ଅବତରଣ କଲେ।
Mikaroka ମାଥିଉଲିଖିତ ସୁସମାଚାର 3:16
4
ମାଥିଉଲିଖିତ ସୁସମାଚାର 3:11
ତୁମେ ପାପ ପ୍ରତି ବିମୁଖ ହୋଇଛ, ଏହା ଜଣାଇବାକୁ ମୁଁ ତୁମକୁ ଜଳରେ ଦୀକ୍ଷା ଦେଉଛି। କିନ୍ତୁ ମୋ’ ପରେ ଯିଏ ଆସୁଛନ୍ତି, ସେ ତୁମକୁ ପବିତ୍ରଆତ୍ମା ଓ ଅଗ୍ନିରେ ଦୀକ୍ଷା ଦେବେ। ସେ ମୋ’ଠାରୁ ମହୀୟାନ-ତାଙ୍କର ପାଦୁକା ବହନ କରିବାକୁ ମଧ୍ୟ ମୁଁ ଅଯୋଗ୍ୟ।
Mikaroka ମାଥିଉଲିଖିତ ସୁସମାଚାର 3:11
5
ମାଥିଉଲିଖିତ ସୁସମାଚାର 3:10
ବୃକ୍ଷସବୁକୁ ସମୂଳେ କାଟି ଦେବା ପାଇଁ କୁଠାର ଉତ୍ତୋଳିତ। ଯେଉଁ ବୃକ୍ଷରେ ଭଲ ଫଳ ହୁଏ ନାହିଁ, ତାହା କଟାଯାଇ ଅଗ୍ନିରେ ନିକ୍ଷିପ୍ତ ହେବ।
Mikaroka ମାଥିଉଲିଖିତ ସୁସମାଚାର 3:10
6
ମାଥିଉଲିଖିତ ସୁସମାଚାର 3:3
ଭାବବାଦୀ ଯିଶାୟ ଯେଉଁ ବ୍ୟକ୍ତିଙ୍କ ସମ୍ପର୍କରେ କହିଥିଲେ, ଯୋହନହିଁ ସେହି ବ୍ୟକ୍ତି: “ମରୁ ପ୍ରାନ୍ତରରେ କେହି ଜଣେ ଚିକ୍ରାର କରି କହୁଛନ୍ତି, ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର; ତାଙ୍କ ଆସିବା ପାଇଁ ଏକ ସରଳ ରାସ୍ତା ନିର୍ମାଣ କର।”
Mikaroka ମାଥିଉଲିଖିତ ସୁସମାଚାର 3:3
Fidirana
Baiboly
Planina
Horonan-tsary