Лого на YouVersion
Икона за пребарување

ଯୋହନ 14:16-17

ଯୋହନ 14:16-17 ODIAOV-BSI

ଆଉ, ମୁଁ ପିତାଙ୍କୁ ଅନୁରୋଧ କରିବି, ପୁଣି ତୁମ୍ଭମାନଙ୍କ ସାଙ୍ଗରେ ଚିରକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କି, ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ଵା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି ସେ ତୁମ୍ଭମାନଙ୍କ ଅନ୍ତରେ ରହିବେ।