1
ଯୋହନ 1:12
ପବିତ୍ର ବାଇବଲ
କିନ୍ତୁ ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ ଏବଂ ତାହାଙ୍କ ଠାରେ ବିଶ୍ୱାସ କଲେ, ସେସମସ୍ତଙ୍କୁ ସେ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ।
താരതമ്യം
ଯୋହନ 1:12 പര്യവേക്ഷണം ചെയ്യുക
2
ଯୋହନ 1:1
ଜଗତ ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ। ସେହି ବାକ୍ୟ ପରମେଶ୍ୱରଙ୍କ ସହିତ ଥିଲେ। ସେହି ବାକ୍ୟ ପରମେଶ୍ୱର ଥିଲେ।
ଯୋହନ 1:1 പര്യവേക്ഷണം ചെയ്യുക
3
ଯୋହନ 1:5
ସେହି ଆଲୋକ ଅନ୍ଧକାରରେ ଆଲୋକିତ ହୁଏ, ଆଉ ଅନ୍ଧକାର ଆଲୋକକୁ ପରାଜିତ କରି ପାରି ନାହିଁ।
ଯୋହନ 1:5 പര്യവേക്ഷണം ചെയ്യുക
4
ଯୋହନ 1:14
ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।
ଯୋହନ 1:14 പര്യവേക്ഷണം ചെയ്യുക
5
ଯୋହନ 1:3-4
ତାହାଙ୍କ ଦ୍ୱାରା ସବୁକିଛି ସୃଷ୍ଟି ହୋଇଅଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। ତାହାଙ୍କଠାରେ ଜୀବନ ଥିଲା। ସେହି ଜୀବନ ସଂସାରର ସମସ୍ତ ଲୋକମାନଙ୍କ ପାଇଁ ଆଲୋକ ଥିଲା।
ଯୋହନ 1:3-4 പര്യവേക്ഷണം ചെയ്യുക
6
ଯୋହନ 1:29
ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।
ଯୋହନ 1:29 പര്യവേക്ഷണം ചെയ്യുക
7
ଯୋହନ 1:10-11
ସେହି ବାକ୍ୟ ଜଗତରେ ଥିଲେ। ତାହାଙ୍କ ଦ୍ୱାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଗ୍ରହଣ କରି ପାରିଲେ ନାହିଁ। ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ
ଯୋହନ 1:10-11 പര്യവേക്ഷണം ചെയ്യുക
8
ଯୋହନ 1:9
ଏହି ସତ୍ୟ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି ଏବଂ ଏହି ସତ୍ୟ ଆଲୋକ ଜଗତକୁ ଆସୁଥିଲେ।
ଯୋହନ 1:9 പര്യവേക്ഷണം ചെയ്യുക
9
ଯୋହନ 1:17
ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା।
ଯୋହନ 1:17 പര്യവേക്ഷണം ചെയ്യുക
ആദ്യത്തെ സ്ക്രീൻ
വേദപുസ്തകം
പദ്ധതികൾ
വീഡിയോകൾ