ମାଥିଉ 14:18-19

ମାଥିଉ 14:18-19 IRVORY

ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।” ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।