ମାଥିଉ 14:30-31
ମାଥିଉ 14:30-31 IRVORY
ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ। ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”