ମାଥିଉ 19:29

ମାଥିଉ 19:29 IRVORY

“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।