ମାଥିଉ 6:1

ମାଥିଉ 6:1 IRVORY

ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।