YouVersion लोगो
सर्च आयकॉन

ଯୋହନ 1:10-11

ଯୋହନ 1:10-11 ODCLBSI

ସେହି ‘ବାକ୍ୟ’ ଜଗତରେ ଥିଲେ; ତାଙ୍କ ଦ୍ୱାରା ଜଗତ ସୃଷ୍ଟ ହୋଇଥିଲା, ତଥାପି ଜଗତ ତାଙ୍କୁ ଚିହ୍ନିଲା ନାହିଁ। ସେ ତାଙ୍କ ନିଜ ରାଜ୍ୟକୁ ଆସିଲେ, ଅଥଚ ତାଙ୍କ ଲୋକମାନେ ତାଙ୍କୁ ଗ୍ରହଣ କଲେ ନାହିଁ।

ଯୋହନ 1 वाचा