1
ଯୋହନ 8:12
ପବିତ୍ର ବାଇବଲ (CL) NT (BSI)
ଯୀଶୁ ପୁନର୍ବାର ଫାରୁଶୀମାନଙ୍କୁ କହିଲେ: “ମୁଁ ଜଗତର ଜ୍ୟୋତି, ଯେକେହି ମୋତେ ଅନୁସରଣ କରିବ, ସେ ଜୀବନର ଆଲୋକ ପାଇବ ଏବଂ କଦାପି ଅନ୍ଧକାରରେ ଗମନ କରିବ ନାହିଁ।”
ႏွိုင္းယွဥ္
ଯୋହନ 8:12ရွာေဖြေလ့လာလိုက္ပါ။
2
ଯୋହନ 8:32
ତୁମ୍ଭେମାନେ ସତ୍ୟ ଜାଣିବ ଓ ସତ୍ୟ ତୁମକୁ ମୁକ୍ତ କରିବ।”
ଯୋହନ 8:32ရွာေဖြေလ့လာလိုက္ပါ။
3
ଯୋହନ 8:31
ତା’ପରେ ଯୀଶୁ ତାଙ୍କଠାରେ ବିଶ୍ୱାସ କରୁଥିବା ଇହୁଦୀମାନଙ୍କୁ କହିଲେ: “ମୋର ଆଜ୍ଞାବହ ହେଲେ, ତୁମେ ପ୍ରକୃତରେ ମୋର ଶିଷ୍ୟ ହେବ।
ଯୋହନ 8:31ရွာေဖြေလ့လာလိုက္ပါ။
4
ଯୋହନ 8:36
ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତି ଦିଅନ୍ତି, ତୁମେ ପ୍ରକୃତରେ ମୁକ୍ତ ହେବ।
ଯୋହନ 8:36ရွာေဖြေလ့လာလိုက္ပါ။
5
ଯୋହନ 8:7
ସେମାନେ ସେଠାରେ ଠିଆହୋଇ ଆହୁରି ପ୍ରଶ୍ନ କରିବାରୁ, ଯୀଶୁ ମୁଣ୍ଡ ଟେକି ସେମାନଙ୍କୁ କହିଲେ, “ତୁମ ମଧ୍ୟରୁ ଯେ କେବେ କୌଣସି ପାପ କରି ନାହିଁ, ସେ ପ୍ରଥମେ ଆସି ପଥର ଫୋପାଡ଼ୁ।”
ଯୋହନ 8:7ရွာေဖြေလ့လာလိုက္ပါ။
6
ଯୋହନ 8:34
ଯୀଶୁ କହିଲେ: “ମୁଁ ସତ୍ୟ କହୁଛି, ଯେଉଁମାନେ ପାପ କରନ୍ତି, ସେମାନେ ସମସ୍ତେ ପାପର ଦାସ।
ଯୋହନ 8:34ရွာေဖြေလ့လာလိုက္ပါ။
7
ଯୋହନ 8:10-11
ଯୀଶୁ ମୁଣ୍ଡ ଟେକି ତାକୁ ପଚାରିଲେ, “ସେମାନେ କାହାନ୍ତି? ତୁମକୁ ଦଣ୍ଡ ଦେବାକୁ ଜଣେ ହେଲେ ରହିଲେ ନାହିଁ?” “ନା, ପ୍ରଭୁ, କେହି ନାହାନ୍ତି”, ସେ ଉତ୍ତର ଦେଲା। ଯୀଶୁ ତାକୁ ଅଭୟ ଦେଇ କହିଲେ: “ମୁଁ ମଧ୍ୟ ତୁମକୁ ଦଣ୍ଡ ଦେବି ନାହିଁ। ଯାଅ, କିନ୍ତୁ ଆଉ ଥରେ ପାପ କର ନାହିଁ।”)
ଯୋହନ 8:10-11ရွာေဖြေလ့လာလိုက္ပါ။
ပင္မစာမ်က္ႏွာ
က်မ္းစာ
အစီအစဥ္
ဗီဒီယို