YouVersion လိုဂို
ရွာရန္ အိုင္ကြန္

ମାଥିଉ 2:1-2

ମାଥିଉ 2:1-2 IRVORY

ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”

ମାଥିଉ 2:1-2 အေၾကာင္း ဗီဒီယိုမ်ား

ମାଥିଉ 2:1-2 အဖို႔ က်မ္းပိုဒ္ဓာတ္ပုံမ်ား

ମାଥିଉ 2:1-2 - ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”