1
ଆଦି ପୁସ୍ତକ 14:20
ପବିତ୍ର ବାଇବଲ (Re-edited) - (BSI)
ସର୍ବୋପରିସ୍ଥ ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ। ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
နှိုင်းယှဉ်
ଆଦି ପୁସ୍ତକ 14:20ရှာဖွေလေ့လာလိုက်ပါ။
2
ଆଦି ପୁସ୍ତକ 14:18-19
ପୁଣି ଶାଲମର ରାଜା ମଲ୍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ; ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ
ଆଦି ପୁସ୍ତକ 14:18-19ရှာဖွေလေ့လာလိုက်ပါ။
3
ଆଦି ପୁସ୍ତକ 14:22-23
ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, ମୁଁ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।
ଆଦି ପୁସ୍ତକ 14:22-23ရှာဖွေလေ့လာလိုက်ပါ။
ပင်မစာမျက်နှာ
သမ္မာကျမ်းစာ
အစီအစဉ်များ
ဗီဒီယိုများ