1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 10:8
ଓଡିଆ ବାଇବେଲ
ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
နှိုင်းယှဉ်
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 10:8ရှာဖွေလေ့လာလိုက်ပါ။
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 10:9
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 10:9ရှာဖွေလေ့လာလိုက်ပါ။
ပင်မစာမျက်နှာ
ကျမ်းစာ
အစီအစဉ်
ဗီဒီယို