YouVersion လိုဂို
ရှာရန် အိုင်ကွန်

ଲୂକ 7:7-9

ଲୂକ 7:7-9 ODIAOV-BSI

ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ମଣିଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ। ଯୀଶୁ ଏସମସ୍ତ କଥା ଶୁଣି ତାଙ୍କ ବିଷୟରେ ଚମତ୍କୃତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକସମୂହକୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ସୁଦ୍ଧା ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ।

ଲୂକ 7:7-9 အကြောင်း ဗီဒီယိုများ