ମାର୍କ 14:22
ମାର୍କ 14:22 ODIAOV-BSI
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର।