“ଜନ୍ ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ସଙ୍ଗ୍ ମାନ୍ବାଇ, ସେଟା ପାକ୍ନାବାଡି ଜାଗାଇ ଅଦ୍ରିରଇବା ବିଅନ୍ ପାରା । ବାକିଅ ପୁରାପୁରୁନ୍ ତାକର୍ ମନ୍ ବିତ୍ରେ ଜାଇ ନ ରଏ ଜେ, ସେମନ୍ ସେଟା ବେସି ଦିନ୍ ମାନିକରି ରଇ ନାପାରତ୍ । ବାକିଅର୍ ଲାଗି କସ୍ଟ କି ବେମ୍ଜା ଆଇଲେ, ସେମନ୍ ଦାପ୍ରେସେ ସେଟା ଚାଡିଦେବାଇ ।