ମାତିଉ 5:11-12
ମାତିଉ 5:11-12 NTSAA20
“ମକେ ବିସ୍ବାସ୍ କର୍ବାର୍ ଲାଗି ତମ୍କେ ଲକ୍ମନ୍ ନିନ୍ଦା ଆରି କସ୍ଟ ଦେବାଇ, ଆରି ଚୁଚାଇ ତମର୍ ବିରୁଦେ ମିଚ୍ କାତା କଇବାଇ, ନିଜ୍କେ କେଡେ କରମର୍ ଲକ୍ ବଲି ମନେ କରା । ସାର୍ଦା ଅଇ ସାର୍ଦାଇ ରୁଆ, କାଇକେବଇଲେ ସର୍ଗେ ତମର୍ ପାଇ ବଡ୍ ପୁରୁସ୍କାର୍ ସଙ୍ଗଇଲା ଆଚେ । ମନେରକା ସେନ୍ତାରି ତମର୍ ଆଗ୍ତୁ ରଇଲା ବବିସତ୍ବକ୍ତାମନ୍ ମିସା ଦୁକ୍ପାଇ ରଇଲାଇ ।”