1
ଲୁକ୍ 16:10
ସତିଅର୍ ବାଟ୍, ନୁଆ ନିୟମ୍, 2020
କେ ସାନ୍ ବିସଇ ସତ୍ସଙ୍ଗ୍ କର୍ସି, ସେ ବଡ୍ ବିସଇ ସତ୍ସଙ୍ଗ୍ କର୍ସି । ସେନ୍ତାର୍ସେ କେ ସାନ୍ ବିସଇ ନେଇକରି ସତ୍ କାମ୍ ନ କରେ ସେ ବଡ୍ ବିସଇତେଇ ମିସା ସତ୍ କାମ୍ ନ କରେ ।
Vergelijk
Ontdek ଲୁକ୍ 16:10
2
ଲୁକ୍ 16:13
ଗଟେକ୍ ଗତିଦାଙ୍ଗ୍ଡା ଦୁଇଟା ସାଉକାରର୍ ଦାଇତ୍ ସମାନ୍ ବାବେ କରିନାପାରେ । କାଇକେବଇଲେ ସେ ଗଟେକ୍ ସାଉକାର୍କେ ଆଲାଦ୍ କର୍ସି ଆରି ଗଟେକ୍ ସାଉକାର୍କେ ଗିନ୍ କର୍ସି । ଗଟେକ୍ ସାଉକାର୍କେ ନାମ୍ସି ଆରି ଗଟେକ୍କେ ନ ନାମେ । ସେନ୍ତାର୍ସେ ଗଟେକ୍ ଲକ୍ ଏକାତରେକ୍ ଏ ଦୁନିଆର୍ ଦନ୍ ଆରି ପର୍ମେସର୍କେ ସମାନ୍ବାବେ ସେବା କରିନାପାରେ ।”
Ontdek ଲୁକ୍ 16:13
3
ଲୁକ୍ 16:11-12
ପର୍ମେସର୍ ତମ୍କେ ଏ ଦୁନିଆଇ ଦେଲା ଡାବୁ ଆରି ଦନର୍ ବିସଇ ସତଇସେ ନ କରାସ୍ ବଇଲେ ସରଗର୍ ଦନ୍ ତମ୍କେ ମିଲ୍ବାକେ ନ ଦେଏ । ତମେ ବିନ୍ ଲକ୍ମନର୍ ଦନ୍ ସତ୍ବାବେ ନ ସଙ୍ଗଇଲେ ନିଜର୍ ଦନ୍ କେ ତମ୍କେ ଦେଇସି ?
Ontdek ଲୁକ୍ 16:11-12
4
ଲୁକ୍ 16:31
ଅବ୍ରାମ୍ ତାକେ କଇଲା, “ତର୍ ବାଇମନ୍ ମସାର୍ ଆରି ବବିସତ୍ବକ୍ତାମନର୍ କାତା ନ ସୁନତ୍ ବଇଲେ ମଲାଟାନେଅନି ଉଟିକରି ଗଟେକ୍ ଲକ୍ ଜାଇ କଇଲେ ମିସା ସେମନ୍ ନ ମାନତ୍ ।”
Ontdek ଲୁକ୍ 16:31
5
ଲୁକ୍ 16:18
“କେମିସା ନିଜର୍ ମାଇଜିକେ ଚାଡି ବିନ୍ଟା ଆନ୍ଲେ, ସେ ଦାଙ୍ଗ୍ଡିସଙ୍ଗ୍ ବେସିଆ କାମ୍ କଲା ଲକ୍ ଅଇଜାଇସି । ଆରି କେ, ସେ ଚାଡ୍ଲା ଦାଙ୍ଗ୍ଡିକେ ବିବା ଅଇସି ବଇଲେ ସେ ମିସା ଦାଙ୍ଗ୍ଡିସଙ୍ଗ୍ ବେସିଆ କାମ୍ କଲା ଆଚେ ।” ବଲି କଇଲା ।
Ontdek ଲୁକ୍ 16:18
Thuisscherm
Bijbel
Leesplannen
Video's