ଜେଡେବଲ୍ ମାଇଜି ଦେକ୍ଲାଜେ ମୁଇ ଲୁଚିନାପାରି, ସେ ତର୍ତରି ତର୍ତରି ଆସି ଜିସୁର୍ ପାଦେ ଅଦ୍ରି, କାଇଟାର୍ ପାଇ ତାକେ ଚିଇଲା, ଆରି କେନ୍ତାରି ଦାପ୍ରେ ନିକ ଅଇଲା, ସେଟା ସବୁ ଲକର୍ ମୁଆଟେ ଜାନାଇଲା । ତେଇ ଜିସୁ ତାକେ କଇଲା, “ନୁନି ତର୍ ବିସ୍ବାସ୍ ତକେ ନିମାନ୍ କଲାଆଚେ ସାନ୍ତିଅଇ ଉଟିଜା ।”