ଲୁକ୍ 1:31-33
ଲୁକ୍ 1:31-33 NTSAA20
ଦେକ୍ ତୁଇ ଗାଗ୍ଡେ ଅଇ ପିଲା ଗଟେକ୍ ଜନମ୍ କର୍ସୁ ଆରି ତାର୍ ନାଉଁ ଜିସୁ ଦେଇସା । ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ପଅ ବଲି କଇବାଇ, ସରଗର୍ ମାପ୍ରୁ ତାକେ, ତାର୍ ଆନିଦାଦି ଦାଉଦର୍ ପାରା ରାଜା କରାଇସି । ସେ କାଲ୍କାଲ୍ ଜୁଗ୍ଜୁଗ୍ ଇସ୍ରାଏଲ୍ ଲକ୍ମନ୍କେ ସାସନ୍ କର୍ସି । ତାର୍ ରାଇଜ୍ କେବେ ନ ସାରେ ।”