1
ଯୋହନ 10:10
ପବିତ୍ର ବାଇବଲ (Re-edited) - (BSI)
ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥିନିମନ୍ତେ ମୁଁ ଆସିଅଛି।
Sammenlign
Utforsk ଯୋହନ 10:10
2
ଯୋହନ 10:11
ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।
Utforsk ଯୋହନ 10:11
3
ଯୋହନ 10:27
ମୋʼ ମେଷସବୁ ମୋହର ସ୍ଵର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି
Utforsk ଯୋହନ 10:27
4
ଯୋହନ 10:28
ପୁଣି ମୁଁ ସେମାନଙ୍କୁ ଅନ; ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Utforsk ଯୋହନ 10:28
5
ଯୋହନ 10:9
ମୁଁ ଦ୍ଵାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।
Utforsk ଯୋହନ 10:9
6
ଯୋହନ 10:14
ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ
Utforsk ଯୋହନ 10:14
7
ଯୋହନ 10:29-30
ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ। ମୁଁ ଓ ପିତା ଏକ।
Utforsk ଯୋହନ 10:29-30
8
ଯୋହନ 10:15
ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ।
Utforsk ଯୋହନ 10:15
9
ଯୋହନ 10:18
କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।
Utforsk ଯୋହନ 10:18
10
ଯୋହନ 10:7
ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ଵାର।
Utforsk ଯୋହନ 10:7
11
ଯୋହନ 10:12
ଯେ ମେଷପାଳକ ନୁହେଁ, ମାତ୍ର ବର୍ତ୍ତନଗ୍ରାହକ, ମେଷଗୁଡ଼ିକ ଯାହାର ନିଜର ନୁହନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ)
Utforsk ଯୋହନ 10:12
12
ଯୋହନ 10:1
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ଵାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ
Utforsk ଯୋହନ 10:1
Hjem
Bibel
Leseplaner
Videoer