YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26 ORYIRV

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।