YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 6:13

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 6:13 ORYIRV

ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।