YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 6:9

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 6:9 ORYIRV

ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।