YouVersion Logo
Search Icon

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 8:21-22

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 8:21-22 ORYIRV

ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”