YouVersion Logo
Search Icon

ମାଥିଉଲିଖିତ ସୁସମାଚାର 1:20

ମାଥିଉଲିଖିତ ସୁସମାଚାର 1:20 ODCLBSI

ସେ ଏହା ଭାବିବାବେଳେ ଜଣେ ସ୍ୱର୍ଗଦୂତ ତାଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, “ହେ ଦାଉଦବଂଶଜ ଯୋସେଫ! ମରିୟମଙ୍କୁ ପତ୍ନୀ ସ୍ୱରୂପେ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ପବିତ୍ରାତ୍ମାଙ୍କ ଦ୍ୱାରା ତାଙ୍କର ଗର୍ଭ ସଞ୍ଚାର ହୋଇଛି।