YouVersion Logo
Search Icon

ମାଥିଉଲିଖିତ ସୁସମାଚାର 3:11

ମାଥିଉଲିଖିତ ସୁସମାଚାର 3:11 ODCLBSI

ତୁମେ ପାପ ପ୍ରତି ବିମୁଖ ହୋଇଛ, ଏହା ଜଣାଇବାକୁ ମୁଁ ତୁମକୁ ଜଳରେ ଦୀକ୍ଷା ଦେଉଛି। କିନ୍ତୁ ମୋ’ ପରେ ଯିଏ ଆସୁଛନ୍ତି, ସେ ତୁମକୁ ପବିତ୍ରଆତ୍ମା ଓ ଅଗ୍ନିରେ ଦୀକ୍ଷା ଦେବେ। ସେ ମୋ’ଠାରୁ ମହୀୟାନ-ତାଙ୍କର ପାଦୁକା ବହନ କରିବାକୁ ମଧ୍ୟ ମୁଁ ଅଯୋଗ୍ୟ।