1
ଆଦି ପୁସ୍ତକ 16:13
ପବିତ୍ର ବାଇବଲ
ଏହା ପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, “ଯେଉଁ ପରମେଶ୍ୱର ମୋତେ ଦେଖନ୍ତି” ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, “ମୁଁ କ’ଣ ପ୍ରକୃତରେ ତାଙ୍କୁ ଏଠାରେ ଦେଖିଲି ଯିଏ ମୋତେ ଦେଖନ୍ତି?”
Comparar
Explorar ଆଦି ପୁସ୍ତକ 16:13
2
ଆଦି ପୁସ୍ତକ 16:11
ସଦାପ୍ରଭୁଙ୍କର ଦୂତ ମଧ୍ୟ ଏପରି କହିଲେ, “ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା'ର ନାମ ଇଶ୍ମାଏଲ ଦେବ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତେବେଳେ ଦୁଃଖ ପାଉଥିଲ।
Explorar ଆଦି ପୁସ୍ତକ 16:11
3
ଆଦି ପୁସ୍ତକ 16:12
ତୁମ୍ଭର ପୁତ୍ର ବନ୍ୟ ଗର୍ଦ୍ଦଭ ଭଳି ଜୀବନଯାପନ କରିବ। ତା'ର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କର ହସ୍ତ ତା'ର ବିରୁଦ୍ଧରେ ଥିବ। ଏବଂ ସେ ତା'ର ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
Explorar ଆଦି ପୁସ୍ତକ 16:12
Início
Bíblia
Planos
Vídeos