1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:1
ଓଡିଆ ବାଇବେଲ
ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
සසඳන්න
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:1 ගවේෂණය කරන්න
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:24
ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:24 ගවේෂණය කරන්න
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:11
ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:11 ගවේෂණය කරන්න
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:23
ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:23 ගවේෂණය කරන්න
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:12
ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 7:12 ගවේෂණය කරන්න
නිවස
බයිබලය
සැලසුම්
වීඩියෝ