1
ମାତିଉ 4:4
ସଃର୍ଗାର୍ ବାଟ୍ ନଃଉଁଆ ନିଅମ୍
ମଃତର୍ ଜିସୁ ଉତୁର୍ ଦିଲା, “ଦଃର୍ମ୍ସାସ୍ତରେ ଲେକା ଆଚେ, ‘ମାନାୟ୍ ଅଃବ୍କା ରୁଟି କାୟ୍ କଃରି ଜିବନ୍ ନଃରେୟ୍, ମଃତର୍ ଇସ୍ୱରାର୍ ଟଣ୍ଡେ ହୁଣି ବାରାୟ୍ଲା ହଃତି ବଃଚନେ ବାଚେଦ୍, ଜୁୟ୍ରି ଜିବନ୍ ଗିନେ ଲଳା ।’”
Primerjaj
Explore ମାତିଉ 4:4
2
ମାତିଉ 4:10
ତଃବେ ଜିସୁ ଉତୁର୍ ଦିଲା, “ଦୁର୍ ଅଃଉ, ସୟ୍ତାନ୍ ! ସାସ୍ତରେ ଲେକା ଆଚେ, ‘ତୁୟ୍ ତର୍ ମାପ୍ରୁ ଇସ୍ୱର୍କେ ଜୁଆର୍ କଃର୍ ଆର୍ ତାର୍ ହଃକା ସେବା କଃର୍ ।’”
Explore ମାତିଉ 4:10
3
ମାତିଉ 4:7
ଜିସୁ ତାକ୍ ଉତୁର୍ ଦିଲା, “ସାସ୍ତରେ ଆରେକ୍ ଲେକା ଆଚେ, ‘ତୁୟ୍ ନିଜାର୍ ମାପ୍ରୁ ଇସ୍ୱର୍କେ ପରିକ୍ୟା କଃର୍ ନାୟ୍ ।’”
Explore ମାତିଉ 4:7
4
ମାତିଉ 4:1-2
ଇତାର୍ହଃଚେ ସୟ୍ତାନ୍ ତଃୟ୍ହୁଣି ପରିକ୍ୟା କଃରାୟ୍ ଅଃଉଁକେ ପବିତ୍ର ଆତ୍ମା ଜିସୁକେ ସୁକ୍ଲା ବଃଟାୟ୍ କାଡାୟ୍ ନିଲି । ଆରେକ୍ ଜିସୁ ଚାଳିସ୍ ଦିନ୍ ଆର୍ ଚାଳିସ୍ ରାତି ଉହାସ୍ ରିଲା ହଃଚେ, ତାକ୍ ବେସି ବୁକ୍ ଲାଗ୍ଲି ।
Explore ମାତିଉ 4:1-2
5
ମାତିଉ 4:19-20
ଜିସୁ ସେମଃନ୍କେ କୟ୍ଲା, “ମର୍ ସଃଙ୍ଗ୍ ଆସା, ମୁଁୟ୍ ତୁମିମଃନ୍କେ ନଃର୍ମଃନ୍କେ ମାପ୍ରୁର୍ ଲଃଗେ ଆଣୁକେ ସିକାୟ୍ନ୍ଦ୍ ।” ସେଦାହ୍ରେ ସେମଃନ୍ ତାକାର୍ ଜାଲ୍ ଚାଡ୍ଲାୟ୍ ଆର୍ ଜିସୁର୍ ସଃଙ୍ଗ୍ ଗଃଲାୟ୍ ।
Explore ମାତିଉ 4:19-20
6
ମାତିଉ 4:17
ସଃଡେବଃଳ୍ ହୁଣି ଜିସୁ ପର୍ଚାର୍ କଃରୁକେ ଆରୁମ୍ କଃରି କଃଉଁକେ ଦଃର୍ଲା, “ତୁମାର୍ ହାହ୍ ଚାଡା, କାୟ୍ତାକ୍ବଃଲେକ୍ ସଃର୍ଗ୍ ରାଇଜ୍ ଚଃମେ ଅୟ୍ଲିନି ।”
Explore ମାତିଉ 4:17
Home
Bible
Plans
Videos