1
ଲୁକ୍ 12:40
ସତିଅର୍ ବାଟ୍, ନୁଆ ନିୟମ୍, 2020
ତମେ ମିସା ଜାଗ୍ରତ୍ଅଇ ରୁଆ, କାଇକେବଇଲେ, କେବେ ତମେ ବାବି ନ ରୁଆସ୍, ସେ ବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆଇବି ।”
Yenzanisa
Ongorora {{vhesi}}
2
ଲୁକ୍ 12:31
ମୁଇ କଇଲିନି ତମେ ପର୍ମେସରର୍ ସରଗ୍ ରାଇଜ୍ କଜା, ଆରି ଏ ସବୁ ବିସଇ ସେ ତମ୍କେ ଦେଇସି ।”
3
ଲୁକ୍ 12:15
ଆରି ଜିସୁ ସେମନ୍କେ କଇଲା, “ଜାଗର୍ତା, ସବୁରକାମର୍ ଲବ୍ କର୍ବାଟାନେଅନି ନିଜେ ନିଜେ ଦୁରେ ରୁଆ । କାଇକେବଇଲେ ଗଟେକ୍ ଲକର୍ ଜିବନ୍ଟାନେଅନି ଦନ୍ସଁପତି ବଡ୍ ବିସଇ ନଏ ।”
4
ଲୁକ୍ 12:34
କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।
5
ଲୁକ୍ 12:25
ତମର୍ ବିତ୍ରେ ଏନ୍ତାରିଲକ୍ ନ ରଅତ୍, ଜେ କି ଚିନ୍ତାକରି ତାର୍ କଣ୍ଡେକ୍ ମିସା ଆଇସ୍ ବଡାଇ ପାର୍ସି ।
6
ଲୁକ୍ 12:22
ଜିସୁ ନିଜର୍ ସିସ୍ମନ୍କେ କଇଲା, “ଏଟାର୍ପାଇ ମୁଇ ତମ୍କେ କଇଲିନି, କାଇଟା କାଇକରି ଜିବନ୍ ବଁଚାଉ ଆରି ଗାଗଡର୍ପାଇ କାଇଟା ପିନ୍ଦ୍ବୁ ବଲି ଚିନ୍ତା କରାନାଇ ।
7
ଲୁକ୍ 12:7
ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।”
8
ଲୁକ୍ 12:32
ଏ ଉନା ମେଣ୍ଡାରାସି, ଡରାନାଇ, କାଇକେବଇଲେ ତମର୍ ବାବା ତମ୍କେ ତାର୍ ରାଇଜ୍ ଦେବାକେ ମନ୍କଲାଆଚେ ।
9
ଲୁକ୍ 12:24
ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ ।
10
ଲୁକ୍ 12:29
“ଆରି କାଇଟା କାଇବୁ ? ବଲି ଚିନ୍ତାକରି ଲାଗିରୁଆନାଇ
11
ଲୁକ୍ 12:28
ଆଜି ଜନ୍ ଗାଁସ୍ ପଦାଇ ଆଚେ, କାଲିକେ ସେଟା ରୁଣ୍ଡାଇ ଜଇ ଲାଗାଇବାଇ । ସେଟାକେ ପର୍ମେସର୍ ଏନ୍ତାରି ବେସ୍ ଦେଲାନି ବଇଲେ, ଏ ଅଲପ୍ ବିସ୍ବାସ୍ କର୍ବା ଲକ୍ମନ୍, ସେ ତମ୍କେ ପିନ୍ଦ୍ବାକେ କେତେକ୍ ଅଦିକ୍ ଦେଇସି !”
12
ଲୁକ୍ 12:2
ଡାବିଅଇରଇବା ସବୁ ବିସଇ ଜାନାପଡ୍ସି, ଆରି ଲୁଚିରଇବା ବିସଇ ସବୁ ଦେକାଅଇସି ।
Pekutangira
Bhaibheri
Zvirongwa
Mavideo