Mufananidzo weYouVersion
Mucherechedzo Wekutsvaka

ମାଥିଉ 5:38-39

ମାଥିଉ 5:38-39 IRVORY

ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’ କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।