1
ଆଦି ପୁସ୍ତକ 25:23
ପବିତ୍ର ବାଇବଲ
ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ। ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ। ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
Uporedi
Istraži ଆଦି ପୁସ୍ତକ 25:23
2
ଆଦି ପୁସ୍ତକ 25:30
ତହୁଁ ସେ ଯାକୁବକୁ କହିଲେ, “ମୁଁ ବହୁତ ଥକି ଯାଇଛି ମୋତେ ଦୟାକରି ସେହି ଲାଲ ପଦାର୍ଥରୁ କିଛି ଦିଅ। ଏହି ନିମନ୍ତେ ତା'ର ନାମ ଇଦୋମ ନାମରେ ଖ୍ୟାତ ହେଲା।”
Istraži ଆଦି ପୁସ୍ତକ 25:30
3
ଆଦି ପୁସ୍ତକ 25:21
ଇସ୍ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।
Istraži ଆଦି ପୁସ୍ତକ 25:21
4
ଆଦି ପୁସ୍ତକ 25:32-33
ଏଷୌ ଉତ୍ତର ଦେଲେ, “ଦେଖ ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? ତେଣୁ ମୁଁ ଏହା ତୁମ୍ଭକୁ ଦେବି।” କିନ୍ତୁ ଯାକୁବ କହିଲେ, “ପ୍ରଥମେ ତୁମ୍ଭେ ମୋତେ ଦେବା ପାଇଁ ପ୍ରତିଜ୍ଞା କର।” ତେଣୁ ସେ ପ୍ରତିଜ୍ଞା କଲେ। ଏବଂ ତାଙ୍କର ଜ୍ୟେଷ୍ଠତା ତାଙ୍କୁ ଦେଲେ।
Istraži ଆଦି ପୁସ୍ତକ 25:32-33
5
ଆଦି ପୁସ୍ତକ 25:26
ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ।
Istraži ଆଦି ପୁସ୍ତକ 25:26
6
ଆଦି ପୁସ୍ତକ 25:28
ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲେ।
Istraži ଆଦି ପୁସ୍ତକ 25:28
Početna
Biblija
Planovi
Video zapisi