ଆଦି ପୁସ୍ତକ 28:15
ଆଦି ପୁସ୍ତକ 28:15 OERV
“ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ତୁମ୍ଭକୁ ସବୁଠାରେ ସୁରକ୍ଷା ଦେବା। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫେରାଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଛାଡ଼ୁ ନାହୁଁ।”