YouVersion logo
Dugme za pretraživanje

ଆଦି ପୁସ୍ତକ 28:20-22

ଆଦି ପୁସ୍ତକ 28:20-22 OERV

ଏହା ପରେ ଯାକୁବ ଏକ ପ୍ରତିଜ୍ଞା କଲେ, ସେ କହିଲେ, “ଯଦି ପରମେଶ୍ୱର ମୋ’ ସହିତ ରହିବେ, ଯଦି ଏହି ଯାତ୍ରାରେ ପରମେଶ୍ୱର ମୋର ସହାୟ ହେବେ, ଯଦି ପରମେଶ୍ୱର ମୋତେ ଖାଦ୍ୟ ବସ୍ତ୍ର ଯୋଗାଇବେ। ଯଦି ପରମେଶ୍ୱର ମୋତେ ନିରାପଦରେ ମୋ’ ଗୃହକୁ ଫେରାଇ ଆଣନ୍ତି। ତେବେ ସଦାପ୍ରଭୁ ମୋର ପରମେଶ୍ୱର ହେବେ। ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ରୂପେ ସ୍ଥାପନ କରିଅଛି। ଏହା ପରମେଶ୍ୱରଙ୍କର ଏକ ପବିତ୍ର ସ୍ଥାନ ହେବ। ଆଉ ତୁମ୍ଭେ ଯାହାସବୁ ମୋତେ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ୟ ଦେବି।”