1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7
ଓଡିଆ ବାଇବେଲ
ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
ஒப்பீடு
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7 ஆராயுங்கள்
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26 ஆராயுங்கள்
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9
ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9 ஆராயுங்கள்
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10
ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10 ஆராயுங்கள்
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15
ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15 ஆராயுங்கள்
உங்கள் அனுபவத்தைத் தனிப்பட்டதாக்க யூவெர்ஸன் குக்கீகளைப் பயன்படுத்துகிறது. எங்கள் வலைத்தளத்தைப் பயன்படுத்துவதன் மூலம், எங்கள் தனியுரிமைக் கொள்கையில் விவரிக்கப்பட்டுள்ளபடி குக்கீகளைப் பயன்படுத்துவதை நீங்கள் ஏற்கிறீர்கள்
முகப்பு
வேதாகமம்
வாசிப்புத் திட்டங்கள்
காணொளிகள்