ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9-10

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9-10 ORYIRV

ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା। ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ।

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:9-10 தொடர்பான இலவச வாசிப்புத் திட்டங்கள் மற்றும் தியானங்கள்