ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 6:7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 6:7 ORYIRV

ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”