ଲୂକ 10:36-37

ଲୂକ 10:36-37 ODCLBSI

ପରିଶେଷରେ ଯୀଶୁ କହିଲେ, “ତୁମ ମତରେ ଏହି ତିନି ଜଣଙ୍କ ମଧ୍ୟରୁ ଡ଼କାୟତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକ ପ୍ରତି କିଏ ପ୍ରତିବାସୀ ତୁଲ୍ୟ ଆଚରଣ କଲା?” ଧର୍ମଗୁରୁ ଉତ୍ତର ଦେଲେ, “ଯେ ତା’ ପ୍ରତି ଦୟା ଦେଖାଇଲା, ସେ।” ଯୀଶୁ ଉତ୍ତର ଦେଲେ, “ତେବେ ଯାଅ ଓ ସେହି ପ୍ରକାର କର।”

చదువండి ଲୂକ 10