1
ଯୋହନ 11:25-26
ପବିତ୍ର ବାଇବଲ (CL) NT (BSI)
ଯୀଶୁ କହିଲେ; “ମୁଁ ପୁନରୁତ୍ଥାନ ଓ ଜୀବନ। ଯେ ମୋ’ଠାରେ ବିଶ୍ୱାସ କରେ, ସେ ମଲେ ମଧ୍ୟ ବଞ୍ଚିବ। ଯେ ମୋତେ ଜୀବିତାବସ୍ଥାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ, ଏ କଥାରେ କ’ଣ ବିଶ୍ୱାସ କରୁଛ?”
เปรียบเทียบ
สำรวจ ଯୋହନ 11:25-26
2
ଯୋହନ 11:40
ଯୀଶୁ ତାଙ୍କୁ କହିଲେ, “ତୁମେ ବିଶ୍ୱାସ କଲେ, ଈଶ୍ୱରଙ୍କ ମହିମା ଦେଖିବ ବୋଲି ମୁଁ କ’ଣ କହି ନ ଥିଲି?”
สำรวจ ଯୋହନ 11:40
3
ଯୋହନ 11:35
ଯୀଶୁ କାନ୍ଦିଲେ।
สำรวจ ଯୋହନ 11:35
4
ଯୋହନ 11:4
ଏ ଖବର ଶୁଣି ଯୀଶୁ କହିଲେ, “ଏ ରୋଗରେ ଲାଜାର ମରିବ ନାହିଁ। କିନ୍ତୁ ଏହା ଦ୍ୱାରା ଈଶ୍ୱର ମହିମାନ୍ୱିତ ହେବେ ଓ ସେଥି ସଙ୍ଗେ ଈଶ୍ୱରଙ୍କ ପୁତ୍ର ମଧ୍ୟ ଗୌରବ ପାଇବେ।”
สำรวจ ଯୋହନ 11:4
5
ଯୋହନ 11:43-44
ଏତିକି କହି ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ: “ଲାଜାର, ବାହାରି ଆସ”! ସଙ୍ଗେ ସଙ୍ଗେ ଲାଜାର ଉଠି ଆସିଲା। ତା’ର ଗୋଡ଼ ହାତ କବର ଲୁଗାରେ ଗୁଡ଼ା ହୋଇଥିଲା ଓ ମୁହଁ ମଧ୍ୟ ଲୁଗାରେ ଘୋଡ଼ାଇ ଦିଆଯାଇଥିଲା। ଯୀଶୁ କହିଲେ, “ତାକୁ ଖୋଲି ଦେଇ ଯିବାକୁ ଦିଅ।”
สำรวจ ଯୋହନ 11:43-44
6
ଯୋହନ 11:38
ଶୋକାଭିଭୂତ ହୋଇ ଯୀଶୁ ସମାଧି ପାଖକୁ ଗଲେ। ଏହା ଗୋଟିଏ ଗୁମ୍ଫା। ତା’ ମୁହଁରେ ଗୋଟିଏ ବଡ଼ ପଥର ରଖାଯାଇଥିଲା।
สำรวจ ଯୋହନ 11:38
7
ଯୋହନ 11:11
ଏ କଥା ଶେଷ କରି ଯୀଶୁ କହିଲେ, “ଆମ୍ଭମାନଙ୍କର ବନ୍ଧୁ ଲାଜାର ଏବେ ନିଦ୍ରିତ। ମୁଁ ଯାଇ ତାଙ୍କୁ ଉଠାଇବି।”
สำรวจ ଯୋହନ 11:11
หน้าหลัก
พระคัมภีร์
แผนการอ่าน
วิดีโอ